ଯିହୋଶୂୟ 17:5 - ପବିତ୍ର ବାଇବଲ5 ତେଣୁ ମନଃଶିର ବଂଶଧର ଯର୍ଦ୍ଦନ ନଦୀର ପଶ୍ଚିମ ପଟରୁ ଦଶ ଗୋଟି ଅଞ୍ଚଳ ଏବଂ ଅଧିକ ଦୁଇଟି ଅଞ୍ଚଳ ଗିଲିୟଦ ଓ ବାଶନ ଯର୍ଦ୍ଦନ ନଦୀର ଆର ପାରିରେ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା। Viz kapitolaଓଡିଆ ବାଇବେଲ5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା। Viz kapitola |