ଯିହୋଶୂୟ 17:9 - ପବିତ୍ର ବାଇବଲ9 ମନଃଶିର ସୀମା ଦକ୍ଷିଣରୁ କାନ୍ନା ନଦୀ ପର୍ଯ୍ୟନ୍ତ ଲାଗି ରହିଲା। ଏହି ଅଞ୍ଚଳ ମନଃଶିର ବଂଶଧରଙ୍କ ଅଧୀନରେ ରହିଲା। କିନ୍ତୁ ନଗରଟି ଇଫ୍ରୟିମମାନଙ୍କ ଅଧୀନରେ ରହିଲା। ମନଃଶିର ସୀମା ନଦୀର ଉତ୍ତର ସୀମାଠାରୁ ଆରମ୍ଭ କରି ପଶ୍ଚିମର ସମୁଦ୍ର ପର୍ଯ୍ୟନ୍ତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା। Viz kapitolaଓଡିଆ ବାଇବେଲ9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା। Viz kapitola |