ଯିହୋଶୂୟ 18:1 - ପବିତ୍ର ବାଇବଲ1 ଇସ୍ରାଏଲର ସମସ୍ତ ଲୋକ ଶୀଲୋଠାରେ ଏକତ୍ରିତ ହେଲେ। ସେମାନେ ସେହି ସ୍ଥାନରେ ସମାଗମ-ତମ୍ବୁ ସ୍ଥାପନ କଲେ। ସେମାନଙ୍କର ଦେଶକୁ ନିଜ ଅଧୀନରେ ରଖି ପାରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ଵୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା। Viz kapitola |