ଯିହୋଶୂୟ 18:10 - ପବିତ୍ର ବାଇବଲ10 ଯିହୋଶୂୟ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ଭାଗ ଗୁଳା ପକାଇଲେ। ଏହିପରି ଭାବରେ ଯିହୋଶୂୟ ଉକ୍ତ ଜମିକୁ ସାତ ଭାଗରେ ବିଭକ୍ତ କରି ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭାଗ କଲେ। ପ୍ରତ୍ୟେକ ଜଣ ତାଙ୍କର ଅଂଶ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। Viz kapitolaଓଡିଆ ବାଇବେଲ10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। Viz kapitola |