ଯିହୋଶୂୟ 18:12 - ପବିତ୍ର ବାଇବଲ12 ସେମାନଙ୍କର ଉତ୍ତର ସୀମା ଯର୍ଦ୍ଦନ ନଦୀଠାରୁ ଆରମ୍ଭ ହେଲା। ଏହାର ସୀମା ଉତ୍ତରରେ ଯିରୀହୋରୁ ଲାଗିଥିଲା। ଏହା ପରେ ଏହାର ସୀମା ପଶ୍ଚିମରେ ପର୍ବତମୟ ଦେଶକୁ ଲାଗିଥିଲା। ଏହାର ସୀମା ପୂର୍ବ ପଟରେ ବୈଥାବନ ପର୍ଯ୍ୟନ୍ତ ଲାଗିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା। Viz kapitolaଓଡିଆ ବାଇବେଲ12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା। Viz kapitola |