ଯିହୋଶୂୟ 18:16 - ପବିତ୍ର ବାଇବଲ16 ଏହାର ସୀମା ରଫାୟୀମ୍ ତଳ ଭୂମିର ଉତ୍ତର ଦିଗସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଲାଗିଥିଲା ଓ ଏହାର ସୀମା ହିନ୍ନୋମ ଉପତ୍ୟକାଠାରୁ ଯିବୂଷର ଦକ୍ଷିଣ ପାର୍ଶ୍ୱ ପର୍ଯ୍ୟନ୍ତ ଲାଗିଥିଲା। ଏବଂ ଏହାର ସୀମା ଐନରୋଗଲେକୁ ଲାଗିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା। Viz kapitolaଓଡିଆ ବାଇବେଲ16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ୱକୁ ଗଡ଼ିଆସି ଐନ୍-ରୋଗେଲକୁ ଗଲା। Viz kapitola |