Online Bible

- Reklamy -




ଯିହୋଶୂୟ 18:20 - ପବିତ୍ର ବାଇବଲ

20 ଯର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ୟାମୀନଙ୍କର ପରିବାରବର୍ଗ ସେମାନଙ୍କର ଗୋଷ୍ଠୀ ଅନୁସାରେ ତାହା ଅଧିକାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।

Viz kapitola kopírovat

ଓଡିଆ ବାଇବେଲ

20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।

Viz kapitola kopírovat




ଯିହୋଶୂୟ 18:20

Následuj nás:

Reklamy


Reklamy