ଯିହୋଶୂୟ 18:3 - ପବିତ୍ର ବାଇବଲ3 ତେଣୁ ଯିହୋଶୂୟ ଇସ୍ରାଏଲ ବାସୀଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ତୁମ୍ଭର ଭୂମି ନେବା ପାଇଁ ଡେରି କରୁଛ? ସଦାପ୍ରଭୁ ତୁମ୍ଭ ପିତା ପରମେଶ୍ୱର ତୁମ୍ଭକୁ ଏହି ଭୂମି ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ? Viz kapitolaଓଡିଆ ବାଇବେଲ3 ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?” Viz kapitola |