Online Bible

- Reklamy -




ଯିହୋଶୂୟ 18:9 - ପବିତ୍ର ବାଇବଲ

9 ତେଣୁ ସେହି ଲୋକମାନେ ସେ ଦେଶକୁ ଗଲେ, ଏବଂ ସେହି ଲୋକମାନେ ଦେଶରେ ସମସ୍ତ ଭାଗ ବୁଲି ଦେଖିଲେ, ଏବଂ ସେ ବିଷୟରେ ଏକ ବିବରଣୀ ଲେଖି ଯିହୋଶୂୟଙ୍କୁ ଜଣାଇଲେ। ସେମାନେ ସେଠାରେ ଥିବା ସମସ୍ତ ସହରକୁ ଚିଠା ଭିତରେ ଲେଖିଲେ ଓ ସେଗୁଡ଼ିକ ସେମାନେ ସାତ ଭାଗରେ ବିଭକ୍ତ କଲେ। ଏହା ପରେ ସେମାନେ ଶୀଲୋଠାରେ ଥିବା ଯିହୋଶୂୟ ନିକଟକୁ ଫେରି ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକି ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।

Viz kapitola kopírovat




ଯିହୋଶୂୟ 18:9

Následuj nás:

Reklamy


Reklamy