ଯିହୋଶୂୟ 19:27 - ପବିତ୍ର ବାଇବଲ27 ଏହା ପରେ ଏହାର ସୀମା ପୂର୍ବ ଦିଗରେ ବୈଥଦାଗୁନ୍ ଆଡ଼େ ଥିଲା। ଏହି ସୀମା ବୈଥ୍ଏମକ୍ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଥିଲା। ଏହାର ବାମ ଦିଗରେ ଥିଲା କାବୂଲ୍। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ସୂର୍ଯ୍ୟୋଦୟ ଦିଗରେ ବୈଥ୍-ଦାଗୁନ୍ ଆଡ଼େ ବୁଲି ବୈଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନ୍ସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ Viz kapitolaଓଡିଆ ବାଇବେଲ27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ସୂର୍ଯ୍ୟୋଦୟ ଦିଗରେ ବେଥ୍-ଦାଗୁନ୍ ଆଡ଼େ ବୁଲି ବେଥ୍-ଏମକ ଓ ନୀୟେଲର ଉତ୍ତର ଦିଗରେ ସବୂଲୂନସ୍ଥିତ ଯିପ୍ତହେଲ ଉପତ୍ୟକା ପର୍ଯ୍ୟନ୍ତ ଗଲା; ତହୁଁ ତାହା ବାମ ଦିଗରେ କାବୂଲ Viz kapitola |