ଯିହୋଶୂୟ 19:32 - ପବିତ୍ର ବାଇବଲ32 ଏହାର ଷଷ୍ଠାଂଶଟି ନପ୍ତାଲିର ପରିବାରବର୍ଗଙ୍କୁ ଦିଆଗଲା। ଏବଂ ସେହି ପରିବାରବର୍ଗର ପ୍ରତ୍ୟକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଅନନ୍ତର ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା। Viz kapitolaଓଡିଆ ବାଇବେଲ32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା। Viz kapitola |