ଯିହୋଶୂୟ 19:51 - ପବିତ୍ର ବାଇବଲ51 ଏହିପରି ଭାବରେ ଇସ୍ରାଏଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରିତ ହେଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସେମାନେ ଦେଶ ବିଭାଗ ବଣ୍ଟନ ସାରି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟରେ ଗୁଲିବାଣ୍ଟ ଦ୍ଵାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ। Viz kapitolaଓଡିଆ ବାଇବେଲ51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ। Viz kapitola |