ଯିହୋଶୂୟ 2:11 - ପବିତ୍ର ବାଇବଲ11 ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି। Viz kapitolaଓଡିଆ ବାଇବେଲ11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି। Viz kapitola |