ଯିହୋଶୂୟ 2:16 - ପବିତ୍ର ବାଇବଲ16 ତା'ପରେ ସେ ସ୍ତ୍ରୀଲୋକଟି କହିଲା, “ପର୍ବତମୟ ଦେଶ ମଧ୍ୟକୁ ଯାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକୁ ସକ୍ଷମ ହେବେ ନାହିଁ। ସେଠାରେ ତିନି ଦିନ ଲୁଚି ରୁହ, ଯେତେବେଳେ ରାଜାଙ୍କର ଲୋକମାନେ ଫେରି ଆସିବେ ତୁମ୍ଭେମାନେ ତୁମ୍ଭ ବାଟରେ ଗ୍ଭଲିଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ। Viz kapitolaଓଡିଆ ବାଇବେଲ16 ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।” Viz kapitola |