ଯିହୋଶୂୟ 2:23 - ପବିତ୍ର ବାଇବଲ23 ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। Viz kapitolaଓଡିଆ ବାଇବେଲ23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ। Viz kapitola |