ଯିହୋଶୂୟ 2:4 - ପବିତ୍ର ବାଇବଲ4 ଏଥିରେ ସେ ସ୍ତ୍ରୀଲୋକ ସେହି ଦୁଇ ଜଣଙ୍କୁ ଲୁଗ୍ଭଇ ରଖିଲା। କିନ୍ତୁ ସ୍ତ୍ରୀଲୋକଟି କହିଲା, “ହଁ, ଦୁଇ ଜଣ ଲୋକ ମୋ’ ପାଖକୁ ଆସିଥିଲେ, କିନ୍ତୁ ସେମାନେ କେଉଁଠାରୁ ଆସିଥିଲେ ମୁଁ ଜାଣି ପାରିଲି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ। Viz kapitolaଓଡିଆ ବାଇବେଲ4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ’ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ। Viz kapitola |