ଯିହୋଶୂୟ 2:9 - ପବିତ୍ର ବାଇବଲ9 “ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ତ୍ରାସ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Viz kapitolaଓଡିଆ ବାଇବେଲ9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି। Viz kapitola |