ଯିହୋଶୂୟ 20:1 - ପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ; Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ; Viz kapitola |