ଯିହୋଶୂୟ 20:2 - ପବିତ୍ର ବାଇବଲ2 “ମୁଁ ମୋଶାଙ୍କ ଦ୍ୱାରା ତୁମ୍ଭକୁ ନିର୍ଦ୍ଦେଶ ଦେଇଥିଲି। ମୋଶା ତୁମ୍ଭକୁ କହିଥିଲେ, ତୁମ୍ଭେମାନେ ନିଜ ନିଜ ପାଇଁ ନିରାପତ୍ତା ସହର ବାଛିବା ପାଇଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର। Viz kapitolaଓଡିଆ ବାଇବେଲ2 ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର। Viz kapitola |