ଯିହୋଶୂୟ 20:7 - ପବିତ୍ର ବାଇବଲ7 ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। Viz kapitolaଓଡିଆ ବାଇବେଲ7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ। Viz kapitola |