ଯିହୋଶୂୟ 21:20 - ପବିତ୍ର ବାଇବଲ20 କହାତର ଅବଶିଷ୍ଟ ସନ୍ତାନଗଣ ଯେଉଁମାନେ କି କହାତ ସନ୍ତାନ ଲେବୀୟମାନଙ୍କ ବଂଶ ସମୂହ ଇଫ୍ରୟିମ ବଂଶରୁ ସେମାନଙ୍କର ନିଜର ନଗର ବାଣ୍ଟି ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ। Viz kapitolaଓଡିଆ ବାଇବେଲ20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ। Viz kapitola |