ଯିହୋଶୂୟ 21:25 - ପବିତ୍ର ବାଇବଲ25 ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତା'ର ତଳଭୂମି, ଗାଥ୍ରିମ୍ମୋନ ଓ ତା'ର ତଳଭୂମି ଏହିପରି ଦୁଇଟି ନଗର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। Viz kapitolaଓଡିଆ ବାଇବେଲ25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ। Viz kapitola |