ଯିହୋଶୂୟ 21:4 - ପବିତ୍ର ବାଇବଲ4 କହାତୀୟ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଯିହୁଦା ବଂଶରୁ, ଶିମିୟୋନ ବଂଶରୁ ଓ ବିନ୍ୟାମୀନ ବଂଶରୁ ତେରଟି ନଗର ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ଵାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ ବଂଶରୁ ତେର ନଗର ପାଇଲେ। Viz kapitolaଓଡିଆ ବାଇବେଲ4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ। Viz kapitola |