Online Bible

- Reklamy -

ଯିହୋଶୂୟ 21:44 - ପବିତ୍ର ବାଇବଲ

44 ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ କରିଥିବା ତାଙ୍କର ସମସ୍ତ ଶପଥ ଅନୁସାରେ ଗ୍ଭରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ। ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କର ଆଗରେ ଠିଆ ହୋଇ ପାରିଲେ ନାହିଁ। ସଦାପ୍ରଭୁ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।

Viz kapitola kopírovat

ଯିହୋଶୂୟ 21:44

Následuj nás:

Reklamy

Reklamy