ଯିହୋଶୂୟ 22:14 - ପବିତ୍ର ବାଇବଲ14 ସେମାନେ ଦଶ ଜଣ ପ୍ରତିନିଧିକୁ ପଠାଇଲେ, ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଶିୟୋଲ ଗିଲିୟଦଠାରେ ଉପସ୍ଥିତ ହେଲେ। ସେମାନେ ନିଜ ନିଜ ପରିବାରବର୍ଗର ମୂଖ୍ୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ। Viz kapitolaଓଡିଆ ବାଇବେଲ14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଓ ତାହା ସଙ୍ଗେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ଏକ ପିତୃଗୃହାଧିପତି, ଏରୂପେ ଦଶ ଅଧିପତି ଗିଲୀୟଦ ଦେଶକୁ ପଠାଇଲେ, ସେମାନେ ଇସ୍ରାଏଲର ସହସ୍ର ସହସ୍ର ମଧ୍ୟରେ ଆପଣା ଆପଣା ପିତୃଗୃହର ପ୍ରଧାନ ଥିଲେ। Viz kapitola |