ଯିହୋଶୂୟ 22:17 - ପବିତ୍ର ବାଇବଲ17 ପିୟୋରରେ କ’ଣ ଘଟିଲା ତାହାକୁ ମନେ ପକାଅ? ଆମ୍ଭେମାନେ ସେହି ମହାପାପ ପାଇଁ ଏପର୍ଯ୍ୟନ୍ତ କଷ୍ଟ ଭୋଗୁଅଛୁ। ସଦାପ୍ରଭୁ ଇସ୍ରାଏଲର ବହୁ ବାସିନ୍ଦାକୁ ମହାମାରୀଦ୍ୱାରା ରୁଗ୍ଣ କଲେ। ଆମ୍ଭେମାନେ ମଧ୍ୟ ସେହି ମହାମାରୀ ଏପର୍ଯ୍ୟନ୍ତ ଭୋଗୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, Viz kapitolaଓଡିଆ ବାଇବେଲ17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରି ପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, Viz kapitola |