ଯିହୋଶୂୟ 22:20 - ପବିତ୍ର ବାଇବଲ20 “‘ମନେରଖ ସେରହର ପୁତ୍ର ଆଖନ୍, ବର୍ଜିତ ବସ୍ତ୍ର ବିଷୟରେ ସତ୍ୟ ଲଂଘନ କରନ୍ତେ ଇସ୍ରାଏଲର ସମସ୍ତ ମଣ୍ଡଳୀକି ସଦାପ୍ରଭୁଙ୍କର କ୍ରୋଧ ପଡ଼ିଲା, କେବଳ ସେହି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା, କିନ୍ତୁ ସମସ୍ତ ଇସ୍ରାଏଲଗଣ ତା'ର ଦଣ୍ତ ଭୋଗିଲେ। ଆଖନ୍ କେବଳ ତା'ର ପାପ ପାଇଁ ମଲା। ଏବଂ ତା'ର ପାପ ପାଇଁ ବହୁତ ଲୋକ ମଧ୍ୟ ମୃତ୍ୟୁବରଣ କଲେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେରହର ପୁତ୍ର ଆଖନ ବର୍ଜିତ ବସ୍ତୁ ବିଷୟରେ ସତ୍ୟ ଲଘଂନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ତଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ? Viz kapitolaଓଡିଆ ବାଇବେଲ20 ସେରହର ପୁତ୍ର ଆଖନ୍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେରହର ପୁତ୍ର ଆଖନ୍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’” Viz kapitola |