ଯିହୋଶୂୟ 22:22 - ପବିତ୍ର ବାଇବଲ22 “ପରମେଶ୍ୱର, ସଦାପ୍ରଭୁ ଆମ୍ଭର ପରମେଶ୍ୱର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ୱର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲୁ। ଆମ୍ଭେମାନେ ମଧ୍ୟ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁ। ଆମ୍ଭେମାନେ କ’ଣ କରିଛୁ ତୁମ୍ଭେମାନେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ୱାସ କର କି ବିଗ୍ଭର କର ଆମ୍ଭେମାନେ କିଛି ଭୁଲ୍ କରିଛୁ, ତେବେ ତୁମ୍ଭେମାନେ ଆମ୍ଭକୁ ହତ୍ୟା କରିପାର। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର, ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର; Viz kapitolaଓଡିଆ ବାଇବେଲ22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର; Viz kapitola |