ଯିହୋଶୂୟ 22:25 - ପବିତ୍ର ବାଇବଲ25 ସଦାପ୍ରଭୁ ଯର୍ଦ୍ଦନ ସେପାରିରେ ଆମ୍ଭକୁ ଭୂମି ଦେଇଛନ୍ତି। ଏହାର ଅର୍ଥ ଯର୍ଦ୍ଦନ ନଦୀ ଆମ୍ଭମାନଙ୍କୁ ଅଲଗା କରିଅଛି। ଆମ୍ଭେମାନେ ଆଶଙ୍କା କରୁଅଛୁ ଯେ ଯେତେବେଳେ ତୁମ୍ଭମାନଙ୍କ ପିଲାମାନେ ବଡ଼ ହୋଇ ଦେଶ ଶାସନ କରିବେ ସେମାନେ ବିଶ୍ୱାସ କରିବେ ନାହିଁ ଯେ ଆମ୍ଭେମାନେ ତୁମ୍ଭର ଲୋକ ବୋଲି। ସେମାନେ ଯେତେବେଳେ ବଡ଼ ହୋଇ ଶାସନ କରିବେ, ସେମାନେ ଆମ୍ଭମାନଙ୍କୁ ଏପରି କହି ବି ପାରନ୍ତି, ‘ତୁମ୍ଭେ, ରୁବେନ୍, ଗାଦ୍, ଆମ୍ଭମାନଙ୍କର ଅଂଶ ନୁହଁ।’ ଏହା ପରେ ତୁମ୍ଭମାନଙ୍କର ସନ୍ତାନମାନେ ଆମ୍ଭମାନଙ୍କ ପିଲାମାନଙ୍କୁ ସେଠାରେ ଉପାସନା କରିବାକୁ ମନା କରି ପାରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷା; କରାଇବେ; Viz kapitolaଓଡିଆ ବାଇବେଲ25 କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ; Viz kapitola |