Online Bible

- Reklamy -




ଯିହୋଶୂୟ 22:27 - ପବିତ୍ର ବାଇବଲ

27 ଏହାର ବାସ୍ତବ କାରଣ ହେଲା, ଆମ୍ଭେମାନେ ଏ ଯଜ୍ଞବେଦି ଆମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରଗଣଙ୍କ ପାଇଁ ତିଆରି କରିଛୁ କାରଣ ସେମାନେ ଏହା ଦେଖିଲା ପରେ ଜାଣି ପାରିବେ ଯେ ତୁମ୍ଭେମାନେ ଯେଉଁ ସଦାପ୍ରଭୁଙ୍କ ଉପାସନା କରୁଅଛ ଆମ୍ଭେମାନେ ମଧ୍ୟ ସେହି ସଦାପ୍ରଭୁଙ୍କୁ ଉପାସନା କରୁଅଛୁ। ଏହି ଯଜ୍ଞବେଦି ତୁମ୍ଭମାନଙ୍କ ପାଇଁ, ଆମ୍ଭମାନଙ୍କ ପାଇଁ ଓ ଆମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ ପ୍ରମାଣ ରହିବ ଯେ, ଆମ୍ଭେମାନେ ସଦାପ୍ରଭୁଙ୍କୁ ଉପାସନା କରୁ। ଆମ୍ଭେ ଶସ୍ୟ ନୈବେଦ୍ୟ, ସହଭାଗିତାର ନୈବେଦ୍ୟ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବୁ। ତେଣୁ ଭବିଷ୍ୟତରେ ତୁମ୍ଭମାନଙ୍କର ପିଲାମାନେ ଆମ୍ଭ ଲୋକମାନଙ୍କୁ କହିବେ ନାହିଁ ଯେ, ତୁମ୍ଭର ସଦାପ୍ରଭୁଙ୍କ ସହିତ କିଛି କରିବାର ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ଵାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

27 ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’

Viz kapitola kopírovat




ଯିହୋଶୂୟ 22:27

Následuj nás:

Reklamy


Reklamy