ଯିହୋଶୂୟ 22:29 - ପବିତ୍ର ବାଇବଲ29 “ବାସ୍ତବରେ ଆମ୍ଭେ କେବେ ସଦାପ୍ରଭୁଙ୍କର ବିରୋଧରେ ଯାଇ ନାହୁଁ। ଆମ୍ଭେମାନେ ମଧ୍ୟ ବର୍ତ୍ତମାନ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଚଳୁଅଛୁ। ଆମ୍ଭେ ଏହା ଜାଣୁ ଯେ, ଗୋଟିଏ ମାତ୍ର ପବିତ୍ର ଯଜ୍ଞବେଦି ଅଛି ଯାହାକି ପରମେଶ୍ୱରଙ୍କ ଆବାସ ସମ୍ମୁଖସ୍ଥିତ। ସେହି ଯଜ୍ଞବେଦି ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ-ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି; ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ। Viz kapitolaଓଡିଆ ବାଇବେଲ29 ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ-ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।” Viz kapitola |