Online Bible

- Reklamy -




ଯିହୋଶୂୟ 22:3 - ପବିତ୍ର ବାଇବଲ

3 ଏବଂ ସବୁ ସମୟରେ ତୁମ୍ଭେମାନେ ଇସ୍ରାଏଲବାସୀଙ୍କୁ ସହଯୋଗ କରିଅଛ। ତୁମ୍ଭେମାନେ ତୁମ୍ଭମାନଙ୍କ ସଦାପ୍ରଭୁଙ୍କର ବାକ୍ୟକୁ ଠିକ୍ ଭାବରେ, ଅତି ସତର୍କତାର ସହକାରେ ପାଳନ କରିଛ ଏବଂ ତୁମ୍ଭେମାନେ ଏହି ଆଜ୍ଞା ପାଳନ କଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞା ପାଳନ କରିଅଛ।

Viz kapitola kopírovat

ଓଡିଆ ବାଇବେଲ

3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।

Viz kapitola kopírovat




ଯିହୋଶୂୟ 22:3

Následuj nás:

Reklamy


Reklamy