Online Bible

- Reklamy -




ଯିହୋଶୂୟ 22:32 - ପବିତ୍ର ବାଇବଲ

32 ଏହା ପରେ ପୀନହ‌ସ୍‌ ଏବଂ ସମସ୍ତ ମୂଖିଆମାନେ ସେ ସ୍ଥାନ ପରିତ୍ୟାଗ କରି ଗୃହକୁ ଫେରିଲେ। ସେମାନେ ରୁବେନ୍, ଗାଦ୍ ବଂଶର ଲୋକମାନଙ୍କୁ ସେହି ଗିଲିୟଦରେ ଛାଡ଼ି କିଣାନ ଦେଶକୁ ଫେରି ଆସିଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିକଟକୁ ଫେରି ଆସି ଯାହାସବୁ ଘଟିଥିଲା ତାହା ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ଵାଦ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

32 ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।

Viz kapitola kopírovat




ଯିହୋଶୂୟ 22:32

Následuj nás:

Reklamy


Reklamy