ଯିହୋଶୂୟ 22:33 - ପବିତ୍ର ବାଇବଲ33 ଇସ୍ରାଏଲର ଲୋକମାନେ ଏ କଥା ଶୁଣି ସନ୍ତୁଷ୍ଟ ହେଲେ। ସେମାନେ ବହୁତ ଖୁସୀ ହେଲେ ଏବଂ ସଦାପ୍ରଭୁଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଲେ। ସେମାନେ ପୁନର୍ବାର ନିଷ୍ପତ୍ତି ନେଲେ, ରୁବେନ୍, ଗାଦ୍ ଓ ମନଃଶିର ବଂଶ ବିରୁଦ୍ଧରେ ଯୁଦ୍ଧ ନ କରିବା ପାଇଁ। ଏବଂ ସେ ସ୍ଥାନକୁ ଧ୍ୱଂସ ନ କରିବା ପାଇଁ ଯେଉଁଠାରେ ରୁବେନ୍, ଗାଦ୍ ଓ ମନଃଶିର ବଂଶର ଲୋକମାନେ ବାସ କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ଵରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ। Viz kapitolaଓଡିଆ ବାଇବେଲ33 ତହିଁରେ ଇସ୍ରାଏଲ ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍ ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ। Viz kapitola |