ଯିହୋଶୂୟ 22:5 - ପବିତ୍ର ବାଇବଲ5 କିନ୍ତୁ ମନେରଖ-ସର୍ବଦା ମୋଶା ଦେଇଥିବା ନିୟମକୁ ନିଶ୍ଚୟ ପାଳନ କରିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦେଇ ପାଳନ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯନିବାନ ହୁଅ। Viz kapitolaଓଡିଆ ବାଇବେଲ5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।” Viz kapitola |