ଯିହୋଶୂୟ 23:6 - ପବିତ୍ର ବାଇବଲ6 “ତୁମ୍ଭେମାନେ ନିଶ୍ଚିତ ଯତ୍ନଶୀଳ ହେବ ସଦାପ୍ରଭୁଙ୍କର ସେହି ବାକ୍ୟକୁ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁମ୍ଭେମାନେ ମୋଶାଙ୍କ ଦ୍ୱାରା ଲିଖିତ ନିୟମ ପୁସ୍ତକର ସମସ୍ତ କଥାକୁ ଠିକ୍ ଠିକ୍ ଭାବେ ପାଳନ କରିବ। କେବେ ବି ସେ ନିୟମରୁ ବିଚ୍ୟୁତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର; Viz kapitolaଓଡିଆ ବାଇବେଲ6 ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର; Viz kapitola |