ଯିହୋଶୂୟ 23:7 - ପବିତ୍ର ବାଇବଲ7 ଏପରି ମଧ୍ୟ ବହୁତ ଲୋକ ଆମ୍ଭ ସହିତ ବାସ କରୁଛନ୍ତି। ସେମାନେ ଇସ୍ରାଏଲୀୟ ନୁହନ୍ତି। ସେମାନେ, ସେମାନଙ୍କର ନିଜର ପ୍ରଭୁଙ୍କୁ ମାନୁଛନ୍ତି। ସେମାନଙ୍କ ସହିତ ବନ୍ଧୁତା ରଖ ନାହିଁ। ସେମାନଙ୍କ ପ୍ରଭୁଙ୍କର ପୂଜା କର ନାହିଁ। କି ସେମାନଙ୍କର ସେବା କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର। Viz kapitolaଓଡିଆ ବାଇବେଲ7 ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର। Viz kapitola |