ଯିହୋଶୂୟ 24:11 - ପବିତ୍ର ବାଇବଲ11 “‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପିରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ, Viz kapitolaଓଡିଆ ବାଇବେଲ11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ, Viz kapitola |