ଯିହୋଶୂୟ 24:14 - ପବିତ୍ର ବାଇବଲ14 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକାରେ ସେବା କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶରରେ ଥିବା ବେଳେ ସେବା କରୁଥିବା ଦେବତାଗଣଙ୍କୁ ଫରାତ୍ ନଦୀର ଅପର ପାର୍ଶ୍ୱକୁ ଫିଙ୍ଗିଦିଅ। ଏବଂ ବିନା ଦ୍ୱିଧାରେ ଏହି ସଦାପ୍ରଭୁଙ୍କୁ ସେବା କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର। Viz kapitolaଓଡିଆ ବାଇବେଲ14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର। Viz kapitola |