ଯିହୋଶୂୟ 24:17 - ପବିତ୍ର ବାଇବଲ17 ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅଦ୍ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। Viz kapitolaଓଡିଆ ବାଇବେଲ17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। Viz kapitola |