ଯିହୋଶୂୟ 24:25 - ପବିତ୍ର ବାଇବଲ25 ତେଣୁ ସେହି ଦିନ ଯିହୋଶୂୟ ସେହି ଲୋକମାନଙ୍କ ସହିତ ଏକ ଚୁକ୍ତି କଲେ। ଯିହୋଶୂୟ ଏହି ଚୁକ୍ତିନାମା ଶିଖିମ୍ ସହରରେ କଲେ। ଏହା ସେମାନଙ୍କ ପାଇଁ ଅନୁସରଣ କରିବାର ଏକ ନିୟମ ସ୍ୱରୂପ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ25 ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ। Viz kapitola |