ଯିହୋଶୂୟ 24:3 - ପବିତ୍ର ବାଇବଲ3 କିନ୍ତୁ ମୁଁ ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷ ଅବ୍ରହାମଙ୍କୁ ସେ ଭୂମିରୁ ଆଣି ନଦୀ ଏପାରିରେ ରଖିଲି। ମୁଁ ତାଙ୍କୁ କିଣାନ ଦେଶର ସବୁଆଡ଼େ ଆଗେଇ ନେଲି, ଏବଂ ତା'ର ବଂଶକୁ ବହୁ ସନ୍ତାନ ଦେଲି। ଏବଂ ତାକୁ ମଧ୍ୟ ଏକ ପୁତ୍ର ଦେଲି ଯାହାର ନାମ ଇସ୍ହାକ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ। Viz kapitolaଓଡିଆ ବାଇବେଲ3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ। Viz kapitola |