Online Bible

- Reklamy -




ଯିହୋଶୂୟ 24:30 - ପବିତ୍ର ବାଇବଲ

30 ଏହା ପରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍-ସେରହରେ ତାଙ୍କର ନିଜର ଜମି ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତହିଁରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat

ଓଡିଆ ବାଇବେଲ

30 ତହିଁରେ ଲୋକମାନେ ଗାଶ୍‍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁରେ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat




ଯିହୋଶୂୟ 24:30

Následuj nás:

Reklamy


Reklamy