ଯିହୋଶୂୟ 24:5 - ପବିତ୍ର ବାଇବଲ5 “‘ଏହା ପରେ ମୁଁ, ମୋଶା ଓ ହାରୋଣକୁ ସେହି ସ୍ଥାନକୁ ପଠାଇଲି। ଆଉ ମୁଁ ଗ୍ଭହିଁଥିଲି ମୋର ଲୋକମାନଙ୍କୁ ମିଶରରୁ ଫେରାଇ ଆଣିବା ପାଇଁ। ମିଶର ମଧ୍ୟରେ ଶକ୍ତିଶାଳୀ କାର୍ଯ୍ୟ କରି ମୁଁ ସେମାନଙ୍କୁ ପୀଡ଼ା ଦେଲି। ଏହା ପରେ ମୁଁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ଵାରା ତାହାକୁ ଦଣ୍ତ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ। Viz kapitolaଓଡିଆ ବାଇବେଲ5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ। Viz kapitola |