ଯିହୋଶୂୟ 3:10 - ପବିତ୍ର ବାଇବଲ10 ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ଵର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତା; ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ଵାରା ଜାଣି ପାରିବ। Viz kapitolaଓଡିଆ ବାଇବେଲ10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ। Viz kapitola |