ଯିହୋଶୂୟ 3:11 - ପବିତ୍ର ବାଇବଲ11 ଏହା ଏକ ପ୍ରମାଣ। ସମଗ୍ର ଜଗତର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ପାର ହୋଇ ତୁମ୍ଭମାନଙ୍କ ଆଗରେ ଯାଉଅଛି, ଯେହେତୁ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହେଉଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। Viz kapitolaଓଡିଆ ବାଇବେଲ11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି। Viz kapitola |