ଯିହୋଶୂୟ 3:14 - ପବିତ୍ର ବାଇବଲ14 ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ଵୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ। Viz kapitolaଓଡିଆ ବାଇବେଲ14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ। Viz kapitola |