ଯିହୋଶୂୟ 3:15 - ପବିତ୍ର ବାଇବଲ15 ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବାମାତ୍ର, Viz kapitolaଓଡିଆ ବାଇବେଲ15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, Viz kapitola |