ଯିହୋଶୂୟ 3:3 - ପବିତ୍ର ବାଇବଲ3 ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। Viz kapitolaଓଡିଆ ବାଇବେଲ3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ। Viz kapitola |