ଯିହୋଶୂୟ 4:18 - ପବିତ୍ର ବାଇବଲ18 ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ଵ ସ୍ଵ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା। Viz kapitolaଓଡିଆ ବାଇବେଲ18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା। Viz kapitola |